୦୯/୦୮ ପାଇକମାଲ (ଲହର ମିଡ଼ିଆ) ଗୋଇବାହାଲି ମହିମା ମଠ ମନ୍ଦିରଠାରେ ସକାଳ ୯ ଘଟିକା ସମୟରେ ଦେବଯଜ୍ଞ ଓ ଆଧ୍ୟାତ୍ମିକ ସତ୍ସଙ୍ଗ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଅନୁଷ୍ଠିତ କାର୍ଯ୍ୟକ୍ରମରେ ନବପ୍ରଭାତ ଗୁରୁକୁଳର ଆଚାର୍ଯ୍ୟ ଶ୍ରୀ ବୃହଷ୍ପତି ଶାସ୍ତ୍ରୀ, ପଣ୍ତିତ କବିନ୍ଦ୍ର ଆର୍ଯ୍ୟ…
ପଦ୍ମପୁର: ୨୨ ୵ ୭ ଓଡିଶାର ସମ୍ବଲପୁରୀ ବସ୍ତ୍ରାଳୟ ସାରା ଦେଶରେ ପ୍ରସିଦ୍ଧି ଲାଭ କରିଛି । ସମ୍ବଲପୁରୀ ବସ୍ତ୍ର ଓ ହସ୍ତତନ୍ତକୁ ବଜାୟ ରଖିବା ପାଇଁ ବୁଣାକାର ମାନଙ୍କ ଲାଗି ବିଭିନ୍ନ ସୁବିଧା ସୁଯୋଗ କରାଯିବା ନେଇ କେନ୍ଦ୍ର ହସ୍ତତନ୍ତ୍ର…
(ବରଗଡ)୨୨ ୵ ୬ ବରଗଡ ଜିଲ୍ଲାର ଶ୍ରୀ ଶ୍ରୀ ନୃସିଂହନାଥ ମନ୍ଦିରକୁ ସରକାରୀ ସହାୟତା ପାଇଁ ରାଜ୍ୟ ସରକାରଙ୍କୁ ମନ୍ଦିର କର୍ତ୍ତୃପକ୍ଷ କୃତଜ୍ଞତା ଜ୍ଞାପନ କରିଛନ୍ତି । ଏହି ଅବସରରେ ବରଗଡ଼ ଲୋକସଭା ସାଂସଦ ପ୍ରଦୀପ ପୁରୋହିତଙ୍କ ତତ୍ତ୍ଵାବଧାନରେ ମନ୍ଦିର କାର୍ଯ୍ୟନିର୍ବାହୀ ଅଧିକାରୀ…
ତା. ୦୬/୦୬ (ପଦ୍ମପୁର) ମ୍ବାଦିକ ଶ୍ରୀ ନିରୋଜ ପାଣୀଙ୍କୁ ସୁରକ୍ଷା ପ୍ରଦାନ କରିବା ପାଇଁ ପୋଲିସ ଡିଜି ବରଗଡ ପୋଲିସ କୁ ନିର୍ଦ୍ଦେଶ ଦେଇଥିବାର ଜଣାପଡିଛି । ଏଠାରେ ପ୍ରକାଶ ଯୋଗ୍ଯ ଯେ, ଗତ ଡିସେମ୍ବର ୮ ତାରିଖ ୨୦୨୪ ମସିହାରେ…
ପଦ୍ମପୁର ରାଜପଡାଠାରେ ସରକାରୀ ଅର୍ଥ ବ୍ୟୟରେ ପଦ୍ମପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଦ୍ୱାରା ନବନିର୍ମିତ ଏକ ଅତ୍ୟାଧୁନିକ ଶବଦାହ ସ୍ମଶାନ ଓ ପଦ୍ମପୁର ବରଗଡ଼ ରାସ୍ତାରେ ଥିବା ବାବା ସାହେବ ଭୀମ ରାଓ ଆମ୍ବେଦକରଙ୍କର ପ୍ରତିମୂର୍ତ୍ତି ଚାରିପାର୍ଶ୍ୱରେ ହୋଇଥିବା ସୌନ୍ଦର୍ଯ୍ୟକରଣ କାର୍ଯ୍ୟକୁ…
(ଲହର ମିଡ଼ିଆ ) ଆଜି ଯୁକ୍ତ ଦୁଇ କଳାରେ ରାଜ୍ୟରେ ପ୍ରଥମ ସ୍ଥାନ ଅଧିକାର କରିଥିବା ବୌଦ୍ ଜିଲ୍ଲା ଅନ୍ତର୍ଗତ ଖମ୍ବେଶୁରିଝୁଲି ଗ୍ରାମର ଶ୍ରୀ ଦୟାନିଧି ଖମାରୀଙ୍କ ସୁପୁତ୍ର ଦେବେନ୍ଦ୍ର ଖମାରୀଙ୍କୁ ପ୍ରଗତିଶୀଳ ପଣ୍ଡରା ଯୁବାମଞ୍ଚ ତରଫରୁ ସମ୍ବର୍ଦ୍ଧିତ କରାଗଲା। ସମାର…
(ଲହର ମିଡ଼ିଆ) ବରିକେଲ ହାଇସ୍କୁଲ, ମ୍ୟାଟ୍ରିକ ୨୦୦୦ ବ୍ୟାଚର ପ୍ରଥମ ବନ୍ଧୁ ପୂର୍ନମିଳନ କାର୍ଯ୍ୟକ୍ରମ ଦୀର୍ଘ ୨୫ ବର୍ଷ ପରେ ଗତ ୧୧ ମଇ ୨୦୨୫ ତାରିଖରେ ପଦ୍ମପୁର କଲେଜ ରୋଡ ସ୍ଥିତ ସିଦ୍ଧି ବିନାୟକ କଲ୍ୟାଣ ମଣ୍ଡପ ଠାରେ ମହା…
ପଦ୍ମପୁର (ଲହର ମିଡ଼ିଆ ) ଅଦ୍ୟ ତା:୧୦.୦୫.୨୦୨୫ ରିଖ ଶନିବାର ସକାଳ ୯ ଘଣ୍ଟା ସମୟରେ ବରିକେଲ ସ୍ଥିତ ସମଲେଇ ମନ୍ଦିର ପରିସରରେ ବରିଷ୍ଠ ରାଜନେତା ତଥା ପଣ୍ଡରା ସମାଜର ଗୌରବ ଭାରତର ବଜରଙ୍ଗ ଦଳର ପୂର୍ବତନ ସଭାପତି ସ୍ବର୍ଗତ ସୁବାସ…
ପାଇକମାଲ (ଲହର ମିଡ଼ିଆ ) ଆଜି ସକାଳ ଭୋର ୫ଟା ସମୟରେ ବରଗଡ ଲୋକସଭା ସାଂସଦ ଶ୍ରୀ ପ୍ରଦୀପ ପୁରୋହିତଙ୍କ ବଡ ଭାଉଜ ଶ୍ରୀମତୀ ସଂଯୁକ୍ତା ପୁରୋହିତଙ୍କ ତାଙ୍କ ପାଇକମାଲ ସ୍ଥିତ ବାସଭବନ ରେ ପରଲୋକ ହୋଇ ଯାଇଛି । ସ୍ବର୍ଗତ…
ତା.୦୫/୦୫/୨୦୨୫ (ଲହର ମିଡ଼ିଆ) ଓଡିଶା ଶିକ୍ଷା ସେବା-୨ କୁ ପଦୋନ୍ନତି ପାଇ ଶ୍ରୀଯୁକ୍ତ ନିରଲମ୍ବ ପ୍ରସାଦ ପଟେଲ ରାଜବୋଡ଼ାସମ୍ବର ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ଭାବେ ଯୋଗଦାନ କରିଛନ୍ତି। ଏହା ପୂର୍ବରୁ ଶ୍ରୀଯୁକ୍ତ ପଟେଲ ୨୦୨୦ ମସିହାରେ ସିନିୟର SES…